James 1:26 — Compare Translations
7 translations compared side by side
Odia - 1840
"ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମର କିଛି ମୂଲ୍ଯ ରହେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ଵାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି କ’ଣ ନିଜକୁ ଧାର୍ମିକ ମନେ କରୁଛି? ସେ ଯଦି ଆପଣା ଜିହ୍ୱାକୁ ସଂଯୁତ ନ କରେର, ତେବେ ତାହାର ଧର୍ମକର୍ମସବୁ ନିରର୍ଥକ ଓ ସେ କେବଳ ନିଜକୁ ପ୍ରତାରଣା କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କୁ ଉପାସନା କରିବାର ପ୍ରକୃତ ମାର୍ଗ ଜଣେ ଲୋକ ଭାବିପାରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁସବୁ କଥା କହିବା ଉଚିତ୍ ନୁହେଁ, ତାହା କହିବା ଦ୍ୱାରା ସେ ନିଜକୁ ଠକେ। ତେଣୁ ତା’ର “ଧର୍ମ”ର କିଛି ମୂଲ୍ୟ ରହେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।
Odia IRV 2017 (ଓଡିଆ ବାଇବେଲ)
ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ಬಿ ಅಪ್ನಿ ದೆವಸ್ಪಾನಾಚೊ ಮನುನ್ ಚಿಂತ್ತಾ ಹೊಲ್ಲ್ಯಾರ್ ಅನಿ ಅಪ್ಲ್ಯಾಚಿ ಜಿಬಿಲ್ ಸಂಬಾಳುನ್ ಘೆಯ್ನಾ, ತೊ ಅಪ್ನಾಚ್ಯಾ ಅಪ್ನಾಕುಚ್ ಪಸ್ವುನ್ ಘೆತಾ. ತೆಚ್ಯಾ ದೆವುಸ್ಪಾನಾಕ್ ಕಾಯ್ ಬಿ ಕಿಮ್ಮತ್ ನಾ.