James 1:27 — Compare Translations
7 translations compared side by side
Odia - 1840
"ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଧର୍ମକର୍ମ ପିତା ଈଶ୍ୱରଙ୍କ ଦୃଷ୍ଟିରେ ବିଶୁଦ୍ଧଓ ଯଥାର୍ଥ, ତାହା ହେଉଛି- ଦୁର୍ଦ୍ଧଶାଗ୍ରସ ଅନାଥ ଓ ବଧମାନଙ୍କର ଯତ୍ନ ନେବା ଏବଂ ଜଗତରେ କଳୁଷରୁ ନିଜକୁ ମୁକ୍ତ ରଖିବା।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
Odia IRV 2017 (ଓଡିଆ ବାଇବେଲ)
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ದೆವಾ ಬಾಬಾಚ್ಯಾ ಪರ್ಕಾರ್ ಪವಿತ್ರ್ ದೆವಸ್ಪಾನ್ ಮಟ್ಲ್ಯಾರ್, ಅನಾತ್ ಅನಿ ಘೊವ್ ಮರಲ್ಲ್ಯಾ ಬಾಯ್ಕಾಮನ್ಸಾಂಚ್ಯಾ ಕಸ್ಟಾತ್ನಿ ಪಾವ್ತಲೆ, ಅನಿ ಜಗಾತ್ಲೊ ಕೊನ್ಬಿ ತೆಂಕಾ ತರಾಸ್ ದಿ ನಸಿ ಸರ್ಕೆ ರಾಕುನ್ ಘೆವ್ನ್ ಜಾತಲೆ.