James 1:3 — Compare Translations
7 translations compared side by side
Odia - 1840
"କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ବାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ର୍ଧୈୟ୍ଯ ଜନ୍ମାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତୁମେ ଜାଣ, ଏ ପ୍ରକାର କ୍ଳେଶର ସମ୍ମୁଖୀନ ହେବା ବେଳେ ବିଶ୍ବାସ ଅଟଳ ରହିଲେ, ସହିବା ଶକ୍ତି ବୃଦ୍ଧି ପାଏ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରିକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತಿ ತರಾಸಾ ತುಮ್ಚೊ ವಿಶ್ವಾಸ್ ಪರಿಕ್ಷಾ ಕರುಕ್ ಯೆಲಾತ್ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್, ತಿ ತರಾಸಾ ತುಮ್ಕಾ ಸೊಸುನ್ ಘೆತಲೆ ಯೆಯ್ ಸಾರ್ಕೆ ಕರ್ತಾತ್.