James 1:4 — Compare Translations
7 translations compared side by side
Odia - 1840
"ତୁମ୍ଭ କାମଗୁଡ଼ିକରେ ତୁମ୍ଭର ର୍ଧୈୟ୍ଯକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହବୋକୁ ଦିଅ। ତବେେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହବେ। ତୁମ୍ଭର ପ୍ରେତ୍ୟକକ ଆବଶ୍ଯକ ବିଷୟ ତୁମ୍ଭେ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ଧୈର୍ଯ୍ୟ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୁମେ ଶେଷ ପର୍ଯ୍ୟନ୍ତ ସହିଷ୍ଠ ହୋଇ ରହିଲେ, କୌଣସି ବିଷୟରେ ଉଣା ନ ପଡ଼ି ସିଦ୍ଧ ଓଔ ସମ୍ପୁର୍ଣ୍ଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಸೊಸುನ್ ಘೆತಲೆ ಅಪ್ಲೆ ಕಾಮ್ ಕರುನ್ ಸಾರುಂದಿತ್ ತನ್ನಾ ತುಮಿ ಕಸ್ಲಿಬಿ ಚುಕ್ನಸಲ್ಲೆ, ಪರಿಪುರ್ನ್ ಅನಿ ಖಲ್ಯಾಕ್ಬಿ ಕಮಿ ನತ್ತೆ ಹೊವ್ನ್ ರ್ಹಾತ್ಯಾಸಿ.