James 1:5 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ଵର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଯଦି ଜ୍ଞାନର ଅଭାବ ଥାଏ, ସେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ, ତାହାହେଲେ ଈଶ୍ୱର ତାହାକୁ ଜ୍ଞାନ ଦେବେ, କାରଣ ସେ ଅକୁଣ୍ଠିତ ଜିତ୍ତରେ ଓ ଉଦାରଭାବେ ସମସ୍ତଙ୍କୁ ଦାନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା’ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಚ್ಯಾತ್ಲ್ಯಾ ಕೊನಾಕ್ ತರಿಬಿ ಬುದ್ದ್ ಕಮ್ಮಿ ಹೊಲ್ಲಿ ರ್‍ಹಾಲ್ಯಾರ್ ತೊ ದೆವಾಕ್ಡೆ ಮಾಗುಂದಿತ್, ತೆ ತೆಕಾ ಗಾವ್ತಾ. ದೆವ್ ಮುಲಾಜೊ ಬಗಿನಸ್ತಾನಾ ಸಗ್ಳ್ಯಾಕ್ನಿ ಬರ್‍ಯಾ ಮನಾನ್ ದಿತಲೊ ಹೊವ್ನ್ ಹಾಯ್.