James 1:6 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଯେତବେେଳେ ପରମେଶ୍ବରଙ୍କୁ ମାଗିଥାଅ, ସେତବେେଳେ ତୁମ୍ଭକୁ ବିଶ୍ବାସ କରିବାକୁ ପଡ଼ିବ। ପରମେଶ୍ବରଙ୍କୁ ସନ୍ଦହେ କର ନାହିଁ। ସନ୍ଦହେୀ ଲୋକ ସମୁଦ୍ରର ଢ଼େଉ ଭଳି। ପବନ ଢ଼େଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦହେୀ ଲୋକ ସହେି ଢ଼େଉ ଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ଵାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରାର୍ଥନା କରିବା ବେଳେ ଆଦୌ ସନ୍ଦେହ ନ କରି ବିଶ୍ୱାସ ସହକାରେ ପ୍ରାର୍ଥନା କର। ଯେ ସନ୍ଦହ କରେ, ସେ ପବନରେ ଆନ୍ଦାଳିତ ଅସ୍ଥିର ତରଙ୍ଗ ସଦୃଶ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಉಲ್ಲೊಬಿ ಸಂಶೆವ್ ನಸ್ತಾನಾ ವಿಶ್ವಾಸಾನ್ ಮಾಗುಂದಿತ್, ಕಶ್ಯಾಕ್ ಮಟ್ಲ್ಯಾರ್ ಸಂಶೆವ್ ಕರ್ತಲೊ, ಸಂಮುದರಾತ್ ವಾರ್‍ಯಾನ್ ಮಾರ್ ಖಾಲ್ಲ್ಯಾ ಲಾಟಾಂಚ್ಯಾ ಸಾರ್ಕೊ ಫಿರುನ್ಗೆತ್‍ ರ್‍ಹಾತಾ.