James 1:7 — Compare Translations
7 translations compared side by side
Odia - 1840
"ସନ୍ଦହେୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟ ରେ ନିଷ୍ପତ୍ତି ନଇେପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପ୍ରକାର ମନୁଷ୍ୟ ସନ୍ଦିଗ୍ଧମନା, ସେ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରେ ନାହିଁ; ପ୍ରଭୁଙ୍କଠାରୁ କିଛି ସେ ପାଇବ ବୋଲି ଆଶା କରିବା ନିରର୍ଥକ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଦେହୀ ଲୋକ ଏକାଥରକେ ଦୁଇଟି କଥା ଭାବେ। ତେଣୁ ସେ କରୁଥିବା କୌଣସି ବିଷୟରେ ନିଷ୍ପତ୍ତି ନେଇପାରେ ନାହିଁ। ସେଭଳି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ଆଶା କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
Odia IRV 2017 (ଓଡିଆ ବାଇବେଲ)
ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಮಾನುಸ್ ಅಪ್ನಾಕ್ ಧನಿಯಾಕ್ನಾ ಕಾಯ್ತರ್ಬಿ ಗಾವ್ತಲೆ ಮನುನ್ ಚಿಂತಿನಸ್ತಾನಾ ರ್ಹಾಂವ್ದಿತ್,