James 1:9 — Compare Translations

7 translations compared side by side

Odia - 1840
"ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଦୀନାବସ୍ଥାରେ ଥିବା ଖ୍ରୀଷ୍ଟବିଶ୍ୱାସୀ ଉନ୍ନୀତ ହେଲେ ଆନ୍ଦ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତ ଧନ ଯଦି ଜଣେ ବିଶ୍ୱାସୀ ଗରିବ ହୋଇଥାଏ, ତେବେ ପରମେଶ୍ୱର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
Odia IRV 2017 (ଓଡିଆ ବାଇବେଲ)
ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗರಿಬ್ ಪಾನಾತ್ ಲೈ ಕಿಳ್ ಪಾನಾತ್ ಹೊತ್ತೊ ಭಾವ್ ಅಪ್ನಿ ಬರ್‍ಯಾ ಸ್ಥಿತಿ ಯೆಲೊ ಮನುನ್ ಖುಶಿ ಹೊಂವ್ದಿತ್.