James 2:1 — Compare Translations
7 translations compared side by side
Odia - 1840
"ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ତୁମ୍ଭମାନେେ ବିଶ୍ବାସ କର। ଅତଏବ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବପୂର୍ଣ୍ଣ ବୋଲି ଭାବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖୀଷ୍ଟଙ୍କ ବିଶ୍ୱାସୀ ରୂପେ ତୁମ୍ଭେମାନେ ଲୋକମାନଙ୍କର ବାହ୍ୟ ବେଶଭୂଷା ଦେଖି ପକ୍ଷପାତିତା କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତଙ୍କୁ ପ୍ରେମ କର ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಮಹಿಮೆನ್ ಭರಲ್ಲ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವರ್ತಿ ತುಮಿ ವಿಶ್ವಾಸ್ ಥವಲ್ಲ್ಯಾನು, ತುಮ್ಚ್ಯಾ ಮದ್ದಿ ಪಕ್ಷಪಾತ್ ರ್ಹಾವ್ಚೆ ನ್ಹಯ್.