James 2:10 — Compare Translations

7 translations compared side by side

Odia - 1840
"ଜଣେ ଲୋକ ହୁଏତ ପରମେଶ୍ବରଙ୍କ ସବୁ ବ୍ଯବସ୍ଥା ପାଳନ କରୁଥାଇପା ରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ଯ ହୁଏ, ତା ହେଲେ ସେ ବ୍ଯବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷ ରେ ଦୋଷୀ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ତନୀୟ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଗୋଟିଏ ଆଜ୍ଞା ଲଘଂନ କର, ସେ ସମସ୍ତ ଆଜ୍ଞ ଲଘଂନ ଅପରାଧରେେ ଦୋଷୀ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା’ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಜೆ ಕೊನ್ ಸಗ್ಳಿ ಹುಕುಮಾ ಮೊಡ್ತಾ, ತೆನಿ ಸಗ್ಳ್ಯಾ ಹುಕುಮಾಂಚೊ ಲೆಕ್ ದಿವ್ಚೆ ಪಡ್ತಾ.