James 2:13 — Compare Translations
7 translations compared side by side
Odia - 1840
"ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ଵନୀ କରେକ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯେ ଅନ୍ୟକୁ ଦୟା କରେ ନାହିଁ, ଈଶ୍ୱର ତାକୁ ଦୟା କରିବେ ନାହିଁ। ନ୍ୟାୟ ବିଚାର ଉପରେ ଦୟାର ହିଁ ବିଜୟ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା’ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದಯಾ ದಾಕ್ವು ನಸಲ್ಲ್ಯಾಕ್ ದವ್ಬಿ ದಯಾ ದಾಕ್ವಿನಾ, ದಯಾ ದಾಕ್ವಿನಸಲ್ಲ್ಯಾ ಮಾನ್ಸಾಚಿ ಝಡ್ತಿ ಕರ್ತಾನಾ, ದೆವ್ ದಯಾ ದಾಕ್ವಿನಾ. ದಯಾ ನ್ಯಾಯ್ ತಿರ್ಮಾನಾಚ್ಯಾ ವರ್ತಿ ಇಬೆ ಹಾಯ್.