James 2:14 — Compare Translations

7 translations compared side by side

Odia - 1840
"ମାେ ଭାଇ ଓ ଭଉଣୀମାନେ!ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ଵାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ଵାସ କଅଣ ତାହାର ପରିତ୍ରାଣ କରି ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, କେହି ଯଦି କହେ, ତାହାର ବିଶ୍ୱାସ ଅଛି, ଅଥଚ କର୍ମରେ ତାହା ଦେଖାଏ ନାହିଁ, ତେବେ ତା’ କଥାର କି ମୂଲ୍ୟ ଅଛି? ସେହି ପ୍ରକାର ବିଶ୍ୱାସ ତାକୁ ପରିତ୍ରାଣ ଦେଇପାର କି?
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ଓ ସ‌‌‌‌‌ତ୍‌‌‌‌‌କର୍ମ ମୋ’ ଭାଇ ଓ ଭଉଣୀମାନେ! ଯଦି ଜଣେ କୁହେ, ଯେ, ସେ ଜଣେ ବିଶ୍ୱାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା’ହେଲେ ତାହାର ବିଶ୍ୱାସ ମୂଲ୍ୟହୀନ। କ’ଣ ଏହିଭଳି ବିଶ୍ୱାସ ତାହାକୁ ରକ୍ଷା କରି ପାରିବ? ନା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಭೆನಿಯಾನು, ಎಕ್ ಮಾನುಸ್ ಅಪ್ನಾಕ್ ವಿಶ್ವಾಸ್ ಹಾಯ್ ಮನುನ್ ತೊಂಡಾನ್ ಸಾಂಗ್ತಾ, ಖರೆ ಕಾಮಾನಿ ದಾಕ್ವಿನಸ್ಲ್ಯಾರ್ ಕಾಯ್ ಫಾಯ್ದೊ? ತ್ಯಾ ವಿಶ್ವಾಸಾನ್ ತೆಕಾ ಸುಟ್ಕಾ ದಿವ್ಕ್ ಹೊತಾ ಕಾಯ್?