James 2:15 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ମନେକର, କୌଣସି ଭାଇ ବା ଭଉଣୀର ବସ୍ତ୍ର ଓ ଖାଦ୍ୟର ଅଭାବ ଅଛି, ତୁମେ ତାହାର ଅଭାବ ପୂରଣ ନ କରି ଯଦି କୁହ, “ଈଶ୍ୱର ତୁମକୁ ଆଶୀର୍ବାଦ କରନ୍ତୁ; ଖାଇ ପିଇ ଆଗମରେ ରୁହ”, ତୁମ କଥା ନିରର୍ଥକ ହେବ ନାହିଁ କି?
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ୟକ କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಎಳಾರ್ ಎಕ್ ಭಾವಾಕ್ ನಾತರ್ ಭೆನಿಕ್ ನೆಸುಕ್ ಕಪ್ಡೆ ಅನಿ ದಿಸಾಚ್ಯಾ ಪೊಟಾಚೆ ಖಾನ್ ನಾ ಹೊಲ್ಯಾರ್,