James 2:16 — Compare Translations

6 translations compared side by side

Odia - 1840
"ଏବଂ ତୁମ୍ଭେ ତାହାକୁ କହୁଛ, ପରମେଶ୍ବର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ। ତୁମ୍ଭେ ଏଗୁଡ଼ିକ ବିଷୟ ରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ଯକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାୟ୍ଯ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ଯହୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛିହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ତାହାକୁ କହୁଛ, “ପରମେଶ୍ୱର ତୁମ୍ଭ ସହିତ ଥାଆନ୍ତୁ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।” ତୁମ୍ଭେ ଏଗୁଡ଼ିକ ବିଷୟରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ୟକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାଯ୍ୟ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ୟହୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಗರಜ್ ಹೊತ್ತೆ ತೆಂಕಾ ದಿಯ್ನಸ್ತಾನಾ, ತುಮ್ಚ್ಯಾತ್ಲ್ಯಾ ಕೊನ್‍ಬಿ ಎಕ್ಲ್ಯಾನ್ ತೆಂಕಾ ಸಮಾದಾನಾನ್ ಜಾವಾ ಅನಿ ಹುನ್ಹುನಿತ್ ರ್‍ಹಾವಾ ಅನಿ ಪೊಟ್‍ಭರ್ ಜೆವಾ ಮನುನ್ ಸಾಂಗ್ಲ್ಯಾರ್ ಕಾಯ್ ಫಾಯ್ದೊ?