James 2:17 — Compare Translations
7 translations compared side by side
Odia - 1840
"ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ମଧ୍ୟ ବିଶ୍ଵାସ, କର୍ମ ବିନା ନିଜେ ମୃତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସ ଠିକ୍ ସେହିପରି। କର୍ମ ନ ଥିଲେ, କେବଳ ମାତ୍ର ବିଶ୍ୱାସ ମୃତ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସ ବିଷୟରେ ମଧ୍ୟ ଠିକ୍ ସେହି କଥା ଅଟେ। ଯଦି ବିଶ୍ୱାସ କିଛି କାର୍ଯ୍ୟ ଉତ୍ପନ୍ନ ନ କରେ, ତେବେ ସେ ବିଶ୍ୱାସ ମୃତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ಕಾಮಾಂಚ್ಯಾ ವೈನಾ ದಾಕ್ವಿನಸಲ್ಲೊ ವಿಶ್ವಾಸ್ ಜಿವ್ ನಸಲ್ಲ್ಯಾ ಸಾರ್ಕೊ.