James 2:19 — Compare Translations
7 translations compared side by side
Odia - 1840
"ତୁମ୍ଭେ ବିଶ୍ବାସ କର ଯେ, କବଳେ ଜଣେ ପରମେଶ୍ବର ଅଛନ୍ତି; ଭଲ କଥା କିନ୍ତୁ ଭୂତମାନେ ମଧ୍ଯ ଏହା ବିଶ୍ବାସ କରନ୍ତି ଓ ଭୟ ରେ ଥରହର ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ଵାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ଵାସ କରି ଥରହର ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କ’ଣ ବିଶ୍ୱାସ କରୁଛ ଯେ, କେବଳ ଜଣେ ମାତ୍ର ଈଶ୍ୱର ଅଛନ୍ତି? ଉତ୍ତମ! ପ୍ରେତାତ୍ମାମାନେ ମଧ୍ୟ ଏ ଭଳି ବିଶ୍ୱାସ କରନ୍ତି ଏବଂ ଭୟରେ ଥରହର ହୁଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବିଶ୍ୱାସ କର ଯେ, କେବଳ ଜଣେ ପରମେଶ୍ୱର ଅଛନ୍ତି; ଭଲ କଥା କିନ୍ତୁ ଭୂତମାନେ ମଧ୍ୟ ଏହା ବିଶ୍ୱାସ କରନ୍ତି ଓ ଭୟରେ ଥରହର ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಗಿರೆ ಸೈತ್ ದೆವ್ ಎಕ್ಲೊಚ್ ಮನುನ್ ವಿಶ್ವಾಸ್ ಕರ್ತಾತ್ ಅನಿ ಭಿಂಯಾನ್ ಥರ್ ಥರ್ತ್ಯಾತ್,