James 2:21 — Compare Translations
7 translations compared side by side
Odia - 1840
"ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ବାରା ପରମେଶ୍ବରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବଦେୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ବରଙ୍କଠା ରେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହୋଇ ନ ଥିଲେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପିତୃପୁରୁଷ ଅବ୍ରାହାମ, ଈଶ୍ୱରଙ୍କ ଦୃଷ୍ଟିରେ କିପରି ଧାର୍ମିକ ବିବେଚିତ ହୋଇଥିଲେ? ସେ କର୍ମ ଦ୍ୱାରା ଧାର୍ମିକ ବିବେଚିତ ହେଲେ, ଯେତେବେଳେ ସେ ତାଙ୍କ ପୁତ୍ର ଇସାହାକଙ୍କୁ ବେଦି ଉପରେ ଉତ୍ସର୍ଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ୱାରା ପରମେଶ୍ୱରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବେଦୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ୱରଙ୍କଠାରେ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ವಾಡ್ ವಡ್ಲಾ ಅಬ್ರಾಹಾಮಾನ್ ಅಪ್ನಾಚ್ಯಾ ಲೆಕಾಕ್ ಇಸಾಕಾಕ್ ಅಲ್ತಾರಿ ವರ್ತಿ ಭೆಟ್ವುತಾನಾ, ತ್ಯಾ ತೆಚ್ಯಾ ಕಾಮಾಕ್ ಲಾಗುನ್ ತೊ ನಿತಿವಂತ್ ಮನುನ್ ಹೊಲೆ ಹೊಯ್ ಕಾಯ್ ನ್ಹಯ್?