James 2:22 — Compare Translations

7 translations compared side by side

Odia - 1840
"ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ବାସ ଓ କର୍ମ ଏକା ସାଙ୍ଗ ରେ କାମ କରୁଥିଲା। ତାହାଙ୍କ କାମ ଦ୍ବାରା ହିଁ ତାହାଙ୍କର ବିଶ୍ବାସ ସିଦ୍ଧ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦେଖୁଅଛ ଯେ, ବିଶ୍ଵାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ଵାରା ବିଶ୍ଵାସ ସିଦ୍ଧ ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କ’ଣ ବୁଝିପାରୁ ନାହିଁ? ଅବ୍ରାହାମଙ୍କ ବିଶ୍ୱାସ, କର୍ମରେ ପ୍ରାକାଶ ପାଇଲା; କର୍ମ ଦ୍ୱାରା ତାଙ୍କର ବିଶ୍ୱାସ ସିଦ୍ଧ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ୱାସ ଓ କର୍ମ ଏକା ସାଙ୍ଗରେ କାମ କରୁଥିଲା। ତାହାଙ୍କ କାମ ଦ୍ୱାରା ହିଁ ତାହାଙ୍କର ବିଶ୍ୱାସ ସିଦ୍ଧ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಕಾಮಾಚ್ಯಾ ವೈನಾ ತೆಚೊ ವಿಶ್ವಾಸ್ ದಿಸುನ್ ಯೆಲೊ ಮನುನ್ ತಿಯಾ ಬಗ್ಲೆಯ್ ಅನಿ ವಿಶ್ವಾಸ್ ಕಾಮಾಂಚ್ಯಾ ವೈನಾ ಪುರಾ ಹೊಲೊ