James 2:23 — Compare Translations
7 translations compared side by side
Odia - 1840
"ଏହାଦ୍ବାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ: ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ। ଓ ପରମେଶ୍ବର ଅବ୍ରହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସହେି ବିଶ୍ବାସ ଅବ୍ରହାମଙ୍କୁ ପରମେଶ୍ବରଙ୍କ ନିକଟରେ ଧାର୍ମିକ କଲା।332 ପରମେଶ୍ବରଙ୍କ ମିତ୍ର333 ବୋଲି ଅବ୍ରହାମ ଡ଼କାଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି ସେ ଈଶ୍ଵରଙ୍କ ମିତ୍ର ବୋଲି ଖ୍ୟାତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦ୍ୱାରା ଧର୍ମଶାସ୍ତ୍ର ଉକ୍ତି ସଫଳ ହେଲା: “ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ ହେତୁ ଈଶ୍ୱରଙ୍କ ଦୃଷ୍ଟିରେ ସେ ଧାର୍ମିକ ରୂପେ ଗଣ୍ୟ ହେଲେ।” ପୁଣି ଅବ୍ରାହାମ ଈଶ୍ୱରଙ୍କ ବନ୍ଧୁ ବୋଲି ପରିଚିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ: “ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ। ଓ ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେହି ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକ କଲା।” “ପରମେଶ୍ୱରଙ୍କ ମିତ୍ର” ବୋଲି ଅବ୍ରହାମ ଡକାଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ୱରଙ୍କ ମିତ୍ର ବୋଲି ଖ୍ୟାତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಸೆ “ಅಬ್ರಾಹಾಮಾನ್ ದೆವಾಚ್ಯಾ ವರ್ತಿ ವಿಶ್ವಾಸ್ ಕರ್ಲ್ಯಾನ್ ತೆಚ್ಯಾ ವೈನಾ ದೆವಾನ್ ತೆಕಾ ನಿತಿವಂತ್ ಮನುನ್ ಸ್ವಿಕಾರ್ ಕರ್ಲ್ಯಾನ್” ಮನುನ್ ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲೆ ಪುರಾ ಹೊಲೆ ಅನಿ ಅಸೆ ಅಬ್ರಾಹಾಮ್ ದೆವಾಚೊ ವಾಂಗ್ಡಿ ಮನುನ್ ಬಲ್ವುನ್ ಹೊಲೆ.