James 2:24 — Compare Translations
7 translations compared side by side
Odia - 1840
"ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ବାରା ଜଣେ ଲୋକ ପରମେଶ୍ବରଙ୍କ ନିକଟରେ ଧାର୍ମିକ ହାଇପୋରୁଛି। ସେ କବଳେ ବିଶ୍ବାସ ଦ୍ବାରା ଧାର୍ମିକ ହାଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ବିଶ୍ଵାସ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ତୁମ୍ଭେମାନେ ବୁଝି ପାରିବ ଯେ, ମନୁଷ୍ୟ କର୍ମ ଦ୍ୱାରା ଧାର୍ମିକ ବିବେଚତ ହୁଏ, କେବଳ ବିଶ୍ୱାସ ଦ୍ୱାରା ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ୱାରା ଜଣେ ଲୋକ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରୁଛି। ସେ କେବଳ ବିଶ୍ୱାସ ଦ୍ୱାରା ଧାର୍ମିକ ହୋଇପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ।
Odia IRV 2017 (ଓଡିଆ ବାଇବେଲ)
କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ಎಕ್ ಮಾನುಸ್ ವಿಶ್ವಾಸಾಚ್ಯಾ ವೈನಾ ಯವ್ಡೆಚ್ ನ್ಹಯ್, ಕಾಮಾಚ್ಯಾ ವೈನಾ ನಿತಿವಂತ್ ಮನುನ್ ಎಚುನ್ ಕಾಡುನ್ ಹೊತಾ ಮನ್ತಲೆ ತುಮಿ ಬಗ್ಲ್ಯಾಸಿ.