James 2:25 — Compare Translations

7 translations compared side by side

Odia - 1840
"ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ଯା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ବରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ବରଙ୍କ ଗୁପ୍ତଚରମାନଙ୍କୁ ସାହାୟ୍ଯ କଲା ଓ ସମାନଙ୍କେୁ ନିଜ ଘ ରେ ସ୍ବାଗତ କଲା ଓ ଅନ୍ୟ ବାଟଦଇେ ସମାନଙ୍କେୁ ପଳାୟନ କରିବା ରେ ସାହାୟ୍ଯ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଦୂତମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ବେଶ୍ୟା ରାହାବ ମଧ୍ୟ କର୍ମ ଦ୍ୱାରା ଧାର୍ମିକ ବିବେଚିତ ହୋଇଥିଲେ। ସେ ଇଶ୍ରାଏଲୀୟ ଗୁକ୍ତଚରମାନଙ୍କୁ ଆଶ୍ରୟ ଦେଇଥିଲେ ଏବଂ ଅନ୍ୟ ଏକ ପଥରେ ପଳାୟନ କରିବାକୁ ସାହାଯ୍ୟ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ವೆಭಿಚಾರ್ ಕರ್ತಲ್ಯಾ ರಾಹಾಬ್ ಮನ್ತಲ್ಯಾ ಬಾಯ್ಕೊಮನ್ಸಿಕ್ ತಿಚ್ಯಾ ಕಾಮಾಂಚ್ಯಾ ವೈನಾ ನಿತಿವಂತ್ ಮನುನ್ ಎಚುನ್ ಹೊಲೆ ನ್ಹಯ್? ತಿನಿ ಖಬರ್ ದಿತಲ್ಯಾಕ್ನಿ ಸ್ವಾಗತ್ ಕರ್ಲಿನ್ ಅನಿ ಎಕ್ ದುಸ್ರ್ಯಾಚ್ ವಾಟೆನ್ ತೆಂಕಾ ಧಾಡುನ್ ದಿಲಿನ್, ಅಶೆ ತಿಚ್ಯಾ ಹ್ಯಾ ಕಾಮಾಂಚ್ಯಾ ವೈನಾ ತಿಕಾ ನಿತಿವಂತ್ ಮನುನ್ ಎಚುನ್ ಕಾಡುನ್ ಹೊಲೆ ನ್ಹಯ್?