James 2:3 — Compare Translations
7 translations compared side by side
Odia - 1840
"ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ: ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ: ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ତୁମେ ମୂଲ୍ୟବାନ ବସ୍ତ୍ରପରିହିତ ଲୋକକୁ ଅଧିକ ସମ୍ମାନ ଦେଖାଇ କୁହ, “ଏହି ଆସନ ଗ୍ରହଣ କରନ୍ତୁ”, କିନ୍ତୁ ଦରିଦ୍ର ଲୋକଟିକୁ କୁହ, “ସେଠାରେ ଠିଆ ହୁଅ, ବା ତଳେ ମୋ’ ପାଦ ପାଖରେ ବସ”,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡାକି ବିଶେଷ ଅଭ୍ୟର୍ଥନା ଜଣାଇ କହିଥାଅ: “ଏହି ଭଲ ଆସନରେ ବସନ୍ତୁ।” କିନ୍ତୁ ଗରିବ ଲୋକଟିକୁ କହିଥାଅ: “ତୁମ୍ଭେ ସେଠାରେ ଠିଆ ହୁଅ” ବା “ମୋ’ ଗୋଡ଼ ପାଖର ଭୂଇଁରେ ବସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತರ್ ತುಮಿ ಬರೆ ಕಪ್ಡೆ ನೆಸುನ್ ಯೆಲ್ಲ್ಯಾಕ್ ಲೈ ಬರೆ ಕರ್ತ್ಯಾಸಿ ಅನಿ ಬರೆ ಹೊತ್ತ್ಯಾ ಹ್ಯಾ ಜಾಗ್ಯಾವರ್ತಿ ಬಸ್ ಮನುನ್ ತೆಕಾ ಸಾಂಗ್ತಾಸಿ, ಖರೆ ತ್ಯಾ ಗರಿಬ್ ಮಾನ್ಸಾಕ್ “ಥೈಚ್ ಇಬೆ ರ್ಹಾ!” ನಾತರ್, ಆಮ್ಚ್ಯಾ ಪಾಯಾಂಚ್ಯಾ ಜಗೊಳ್ ಜಿಮ್ನಿ ವರ್ತಿ ಬಸ್! ಮನುನ್ ತರ್ ಸಾಂಗ್ತ್ಯಾಶಿ.