James 2:4 — Compare Translations

7 translations compared side by side

Odia - 1840
"ତୁମ୍ଭେ ଏ କ'ଣ କରୁଛ? ଏହାଦ୍ବାରା ତୁମ୍ଭେ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ମୋହର ଗୋଡ଼ ତଳେ ବସ୍, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ନିଜ ନିଜ ମଧ୍ୟରେ ଉଚ୍ଚ ନୀଚ ଭାବ ସୃଷ୍ଟି କରୁଛ ଏବଂ ଅସତ୍ ମନୋଭାବ ରଖି ପ’ପାତ ବିଚାର କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ತುಮ್ಚ್ಯಾ ಮದ್ದಿ ಭೆದ್ ಬಾವ್ ಕರುನ್ ಹೊಲ್ಯಾ ಸಿವಾಯ್? ನಾ ತರ್ ಬುರ್ಶ್ಯಾ ಉದ್ದೆಶಾನ್ ನ್ಯಾಯ್ ನಿರ್ನಯ್ ಕರುಲ್ಯಾಸಿ ಕಾಯ್?