James 2:5 — Compare Translations
7 translations compared side by side
Odia - 1840
"ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ଵର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ଵାସରୂପ ଧନରେ ଧନୀ ହେବା ପାଇଁ, ପୁଣି ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ದೆವಾನ್ ಹ್ಯಾ ಜಗಾತ್ ಹ್ಯಾ ಗರಿಬಾಕ್ನಿ ವಿಶ್ವಾಸಾತ್ ಸಾವ್ಕಾರ್ ಹೊವ್ಕ್ ಸಾಟ್ನಿ ಅನಿ ಅಪ್ನಾಚೊ ಪ್ರೆಮ್ ಕರ್ತಲ್ಯಾಚ್ಯಾ ಸಾಟ್ನಿ ತೆನಿ ಗೊಸ್ಟ್ ದಿವ್ನ್ ಸಾಂಗಲ್ಲ್ಯಾ ರಾಜಾಚೊ ವಾರಿಸ್ದಾರ್ ಹೊವ್ಕ್ ಸಾಟ್ನಿ ಮನುನ್ ತೆನಿ ತೆಂಕಾ ಎಚುನ್ ಕಾಡಲ್ಲೆ ಹಾಯ್ ನ್ಹಯ್?