James 2:6 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ । ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଅଥଚ, ତୁମେ ଦରିଦ୍ରମାନଙ୍କୁ ଅସମ୍ମାନ କରୁଛ! ଯେଉଁମାନେ ତୁମ ପ୍ରତି ଅତ୍ୟାଚାର କରନ୍ତି ଓ ଅଦାଇତକୁ ଟାଣି ନଅନ୍ତି, ସେମାନେ କିଏ? ସେମାନେ ତ ସେହି ଧନିକ ଶ୍ରେଣୀ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସେହିମାନେ ତୁମ୍ଭକୁ କଚେରୀକୁ ଟାଣି ନେଇ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ। ଧନୀମାନେ କଅଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ । ଧନୀମାନେ କ'ଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ತ್ಯಾ ಗರಿಬಾಕ್ನಿ ಮಾನ್ ದಿಲ್ಲ್ಯಾಸಿ ನಾ ಸಾವ್ಕಾರ್ ಲೊಕಾ ತುಮ್ಕಾ ತುಡ್ವುತಾತ್ ಅನಿ ವೊಡುನ್ ಚವ್ಕಸಿ ಕರ್ತಲ್ಯಾ ಜಾಗ್ಯಾಕ್ ನ್ಹೆತಾತ್?