James 2:7 — Compare Translations

7 translations compared side by side

Odia - 1840
"ଏବଂ ଯେଉଁ ମହତ ନାମ ରେ ତୁମ୍ଭମାନେେ ନାମିତ ହାଇେଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସମାନେେ ତାହାଙ୍କର ନିନ୍ଦା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ମହତ୍ ନାମରେ ତୁମ୍ଭେମାନେ ଖ୍ୟାତ, ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ନମ ତୁମ୍ଭମାନଙ୍କୁ ପ୍ରଦତ୍ତ ହୋଇଛି, ସେମାନେ ସେହି ମହତ୍ ନାମର ନିନ୍ଦା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯେଉଁ ମହତ ନାମରେ ତୁମ୍ଭେମାନେ ନାମିତ ହୋଇଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସେମାନେ ତାହାଙ୍କର ନିନ୍ଦା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଅଣ ସେହି ନାମର ନିନ୍ଦା କରନ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କ'ଣ ସେହି ନାମର ନିନ୍ଦା କରନ୍ତି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಸಾವ್ಕಾರ್ ಲೊಕಾಚ್ ತುಮ್ಕಾ ಅಪ್ಲಿ ಸ್ವತಾಚಿ ಲೊಕಾ ಕರುನ್ ಘೆಟಲ್ಲ್ಯಾ ಜೆಜುಚ್ಯಾ, ಲೈ ಬರ್‍ಯಾ ನಾವಾಕ್ ವಿರೊದ್ ಹೊವ್ನ್ ಬುರ್ಶೆ ಬೊಲಿನಾತ್ ಕಾಯ್?