James 2:8 — Compare Translations
7 translations compared side by side
Odia - 1840
"ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ଯ କରେ। ଶାସ୍ତ୍ର ରେ ଏହି ରାଜକୀୟ ନିୟମଟି ମିଳେ: ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ଯ ପ୍ ରମେ କର।329 ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା' ହେଲେ ତୁମ୍ଭେ ଠିକ୍ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
“ପ୍ରତିବେଶୀକୁ ଆତ୍ମତୁଲ୍ୟ ପ୍ରେମ କର” ଶାସ୍ତ୍ର ରେ ଲିଖିତ ଈଶ୍ୱରଙ୍କ ରାଜ୍ୟର ଏହି ବିଧି ଯଦି ପାଳନ କରୁଥାଅ, ତେବେ ତୁମେ ଯଥୋଚିତ କାର୍ଯ୍ୟ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା’ହେଲେ ତୁମ୍ଭେ ଠିକ୍ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ತುಜೊಚ್ ಪ್ರೆಮ್ ಕರಲ್ಲ್ಯಾ ಸಾರ್ಕೆ, ಸೆಜಾರ್ಯಾಚೊಬಿ ಪ್ರೆಮ್ ಕರ್. ಮನ್ತಲ್ಯಾ ಪವಿತ್ರ್ ಪುಸ್ತಕಾತ್ಲ್ಯಾ ಹುಕುಮಾ ಸಾರ್ಕೆ ಖಾಲ್ತಿ ಹೊವ್ನ್ ಚಲುಕ್ ಲಾಗ್ಲ್ಯಾಶಿ ಜಾಲ್ಯಾರ್, ತುಮಿ ಸಮಾ ಹೊತ್ತೆಚ್ ಕರುಕ್ ಲಾಗ್ಲ್ಯಾಸಿ.