James 2:9 — Compare Translations

7 translations compared side by side

Odia - 1840
"କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନା ରେ ଅଧିକ ମହତ୍ବ ଦେଉଛ, ତା' ହେଲେ ତୁମ୍ଭେ ପାପ କରୁଛ। ସହେି ରାଜକୀୟ ବ୍ଯବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ବରଙ୍କ ନିୟମ ଭଙ୍ଗ କରିବା ରେ ଦୋଷୀ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ଵାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ବାହ୍ୟ ବେଶଭୂଷା ଦେଖି ଲୋକଙ୍କ ପ୍ରତି ପକ୍ଷପାତ ବ୍ୟବହାର କରୁଥାଅ, ତେବେ ତୁମେ ପାପ କରୁଛ ଓ ବ୍ୟବସ୍ଥଇା ଅନୁଯାୟୀ ତୁମେ ଜଣେ ଆଜ୍ଞାଲଘଂନକାରୀ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା’ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಭೆದ್-ಭಾವ್ ಕರ್ತ್ಯಾಸಿ ಹೊಲ್ಯಾರ್, ಪಾಪ್ ಕರ್ತ್ಯಾಸಿ ಅನಿ ಖಾಯ್ದ್ಯೊ ಮೊಡಲ್ಲ್ಯಾಂಚ್ಯಾ ಸಾರ್ಕೆ ಹೊವ್ನ್ ಚುಕಿದಾರ್ ಮನುನ್ ಘೆತ್ಯಾಶಿ.