James 3:10 — Compare Translations
7 translations compared side by side
Odia - 1840
"ଗୁଣଗାନ ଓ ଅଭିଶାପ ସହେି ଗୋଟିଏ ମୁହଁରୁ ବାହା ରେ! ମାେ ଭାଇ ଓ ଭଉଣୀମାନେ, ଏଭଳି ହବୋ ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଗୋଟିଏ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିସୃତ ହୁଏ। ଭାିମାନେ, ଏପରି ବୋ ଅନୁଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଗୁଣଗାନ ଓ ଅଭିଶାପ ସେହି ଗୋଟିଏ ମୁହଁରୁ ବାହାରେ! ମୋ’ ଭାଇ ଓ ଭଉଣୀମାନେ, ଏଭଳି ହେବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾ ಭೆನಿಯಾನು, ಅಸೆ ರ್ಹಾವ್ಚೆ ನ್ಹಯ್. ಬಗಾ ಧನ್ಯವಾದಾಚಿ ಗೊಸ್ಟಿಯಾ ಅನಿ ಸರಾಪ್ ಎಕುಚ್ ತೊಂಡಾತ್ನಾ ಯೆತಾ.