James 3:12 — Compare Translations

7 translations compared side by side

Odia - 1840
"ମାେ ଭାଇ ଓ ଭଉଣୀମାନେ, ଡ଼ିମ୍ବିରି ଗଛ ରେ କ'ଣ ଜିତ ଫଳ ଫଳେ? ନା! ଦ୍ରାକ୍ଷାଲତା କ'ଣ ଡ଼ିମ୍ବିରି ଉତ୍ପନ୍ନ କରିପା ରେ? ନା! ଗୋଟିଏ ଲୁଣିଆ ପାଣିର କୂଅ କବେେ ମିଠା ପାଣି ଦଇପୋ ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ଭାଇମାନେ, ଡିମିରି ବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଡିମିରି ଫଳେ? ସେହିପରି ଲବଣାକ୍ତ ଝରଣାରୁ ମଧୁର ଜଳ ନିର୍ଗତ ହୁଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଭାଇ ଓ ଭଉଣୀମାନେ, ଡିମିରିଗଛରେ କ’ଣ ଜିତ ଫଳ ଫଳେ? ନା! ଦ୍ରାକ୍ଷାଲତା କ’ଣ ଡିମିରି ଉତ୍ପନ୍ନ କରିପାରେ? ନା! ଗୋଟିଏ ଲୁଣିଆ ପାଣିର କୂଅ କେବେ ମିଠା ପାଣି ଦେଇପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವ್ ಭೆನಿಯಾನು, ಎಕ್ ಅಂಜುರಾಚೆ ಝಾಡ್ ಆಲಿವಾಚೆ ಫಳ್ ದಿವ್ಕ್ ಹೊಯ್ನಾ; ಎಕ್ ದ್ರಾಕ್ಷಿಚ್ಯಾ ಯೆಲಿನ್ ಅಂಜುರಾಚಿ ಫಳಾ ದಿವ್ಕ್ ಹೊಯ್ನಾ ನಾಹೊಲ್ಯಾರ್ ಎಕ್ ಖಾರ್ ಪಾನಿಯಾಚ್ಯಾ ಝರ್ಯಾನ್ ಗೊಡ್ಲೆ ಪಾನಿ ದಿವ್ಕ್ ಹೊಯ್ನಾ.