James 3:13 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ଵାରା ଆପଣା କର୍ମ ପ୍ରକାଶ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରେ କେହି କ’ଣ ଜ୍ଞାନୀ ଓ ବିଦ୍ଧିମାନ? ସେ ବିଜ୍ଞାତା ଓ ନିମ୍ରତା ସହିତ ସତ୍କର୍ମ କରି ତା’ ଜୀବନରେ ଏହାର ପ୍ରମାଣ ଦେଉ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତ ଜ୍ଞାନ ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା’ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಬುದ್ವಂತಾ ಅನಿ ಕಳಲ್ಲಿ ಲೊಕಾ ಹಾತ್ ಕಾಯ್? ತೆನಿ ಖರಿ ಕಾಮಾ ಕರ್ತಲ್ಯಾ ವೈನಾ ತೆ ದಾಕ್ವುನ್ ದಿಂವ್ದಿತ್. ತೆನಿ ಸಾದೆಪಾನಾನ್ ಕರಲ್ಲ್ಯಾ ಬರ್ಯಾ ಕಾಮಾಚ್ಯಾ ವೈನಾ ಬುದ್ದ್ ಉತ್ಪನ್ ಹೊತಾ.