James 3:14 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ଵାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି ତୁମ ହୃଦୟରେ ଈର୍ଷା, ସ୍ୱାର୍ଥପରତା ଓ ତିକ୍ତ ଭାବ ରହିଛି, ନିଜ ବୁଦ୍ଧି ଓ ଜ୍ଞାନ ପାଇଁ ଦର୍ପ କରି ସତ୍ୟର ଅପଳାପ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ନିହାତି ସ୍ୱାର୍ଥପର ଓ ତୁମ୍ଭ ହୃଦୟରେ ଈର୍ଷାଭାବ ଅଛି, ତା’ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କେବଳ ମିଛ, ଏବଂ ତାହା ସତ୍ୟକୁ ଘୋଡ଼ାଇ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಚ್ಯಾ ಮನಾತ್ನಿ ತುಮಿ ಬುರ್ಶಿ ಇರ್ಸ್ಯಾ, ಕುಸ್ಡೆಪಾನ್, ಸ್ವಾರ್ಥ್ ರಾಲ್ಯಾರ್, ತುಮ್ಚ್ಯಾ ಬುದ್ವಂತ್ಕಿಚ್ಯಾ ಮೊಟೆ ಪಾನಾಚ್ಯಾ ವಿಶಯಾತ್ ಬೊಲುನ್ ಖರ್ಯಾಚ್ಯಾ ವಿಶಯಾತ್ ಪಾಪ್ ಕರುನಕಾಸಿ.