James 3:15 — Compare Translations

7 translations compared side by side

Odia - 1840
"ଏହିପ୍ରକାର ଜ୍ଞାନ ପରମେଶ୍ବରଙ୍କଠାରୁ ଆ ସେ ନାହିଁ। ମାତ୍ର ଏହି ଜ୍ଞାନ ସଂସାରରୁ ଆ ସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ଜ୍ଞାନ ଊର୍ଦ୍ଧ୍ଵରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଜ୍ଞାନ ଈଶ୍ୱରଙ୍କଠାରୁ ଆସେ ନାହିଁ; ତାହା ଜାଗତିକ, ଶରୀରିକ, ପୈଶାଚିକ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;
Odia IRV 2017 (ଓଡିଆ ବାଇବେଲ)
ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸ್ಲಿ ಬುದ್ದ್ ಸರ್ಗಾ ವೈನಾ ಯೆಲ್ಲಿ ನ್ಹಯ್, ತಿ ಬುದ್ದ್ ಶಾರಾಕ್ ಅನಿ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲಿ ಸ್ವಾಭಾವಿಕ್ ಅನಿ ಮ್ಹಾರ್ವಾಂಚ್ಯಾಕ್ನಾ ಯೆಲ್ಲಿ ಹೊವ್ನ್ ಹಾಯ್.