James 3:16 — Compare Translations

7 translations compared side by side

Odia - 1840
"ଯେଉଁଠା ରେ ଈର୍ଷାଭାବ ଓ ସ୍ବାର୍ଥପର ମନୋଭାବ ଅଛି, ସହେିଠା ରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦଖାଯାେଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ଵାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମଠାରେ ଈର୍ଷା ଓ ସ୍ୱାର୍ଥପରତା, ସେଠାରେ ବିଶୃଙ୍ଖଳା ଓ ସବୁ ପ୍ରକାର ଦୁଷ୍ଟତା ଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁଠାରେ ଈର୍ଷାଭାବ ଓ ସ୍ୱାର୍ଥପର ମନୋଭାବ ଅଛି, ସେହିଠାରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦେଖାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ, ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖೈ ಇರ್ಸ್ಯಾ ಅನಿ ಖುದ್ಗೆಪಾನ್ ರ್‍ಹಾತಾ, ಥೈ ಗೊಂದಳ್ ಅನಿ ಸಗ್ಳ್ಯಾ ನಮನ್ಯಾಚೆ ಬುರ್ಶೆಪಾನ್‌ಬಿ ರ್‍ಹಾತಾ.