James 3:17 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା ଜ୍ଞାନ ଏହିପରି: ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଊର୍ଦ୍ଧ୍ଵରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ଵିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ವೈನಾ ಯೆಲ್ಲಿ ಬುದ್ವಂತ್ಕಿ; ಸಾದಿ, ಶಾಂತ್ಪಾನಾಚಿ, ಸೊಸುನ್ ಘೆತಲಿ, ನಾಜುಕ್ ಮನಾಚಿ, ದಯಾ ಅನಿ ಬರ್‍ಯಾ ಕಾಮಾಚ್ಯಾ ವರ್ತಿ ಠಿಕುನ್ ರಾತಲಿ, ತಿ ಭೆದ್ ಭಾವ್ ಕರಿನಾ ಅನಿ ಕುಸ್ಡೆಪಾನ್ ಕರಿನಾ.