James 3:18 — Compare Translations

7 translations compared side by side

Odia - 1840
"ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସମାନେେ ଧାର୍ମିକ ଜୀବନଯାପନ ଦ୍ବାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ଵାରା ଧର୍ମରୂପ ଫଳର ବୀଜ ଶାନ୍ତିରେ ବୁଣାଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାନ୍ତି ସ୍ଥାପନକାରୀମାନଙ୍କ ଦ୍ୱାରା ବୁଣା ଯାଇଥିୀବା ବିହନରୁ ଧାର୍ମିକତାରୂନ ଫସଲ ଉତ୍ପାଦିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಮಾದಾನ್ ಹಾನ್ತಲೆ, ಸಮಾದಾನ್ ಮನ್ತಲೆ ಭಿಂಯ್ ಪೆರುನ್, ನಿತಿವಂತ್ಪಾನ್ ಮನ್ತಲೆ ಫಳ್ ಕಮ್ವುನ್ ಘೆತಾತ್.