James 3:2 — Compare Translations
7 translations compared side by side
Odia - 1840
"ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ । ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା’ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ । ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮಿ ಸಗ್ಳಿ ಲೊಕಾ ಲೈಂದಾ ಚುಕುನ್ ಪಡ್ತಾವ್, ಬೊಲ್ನ್ಯಾತ್ ಸಮಾ ಹೊತ್ತೊ ಸಗ್ಳ್ಯಾ ಬರ್ಯಾ ಗುನಾನಿ ಭರುನ್ ರ್ಹಾತಾ ಅನಿ ಅಪ್ನಾಚ್ಯಾ ಅಂಗಾಕ್ ಹತೊಟಿತ್ ಥವ್ನ್ ಘೆತಲೊ ಬಳ್ಬಿ ತೆಕಾ ರ್ಹಾತಾ.