James 3:4 — Compare Translations
7 translations compared side by side
Odia - 1840
"ସମୁଦ୍ରର ଜାହାଜ କ୍ଷେତ୍ର ରେ ମଧ୍ଯ ସହେିପରି ହାଇେଥାଏ। ଜାହାଜଟି ଆକାର ରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ବାରା ଚାଳିତ ହାଇେଥାଏ। କିନ୍ତୁ େଛାଟ ମଙ୍ଗଟି ସହେି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ୟନ୍ତ୍ରଟିକୁ ଚାଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ୟିବ। ସେ ଲୋକ ଯେଉଁଠାକୁ ଚା ହେଁ, ଜାହାଜଟି ସଠାେକୁ ଯାଏ। ଆମ୍ଭ ଜିହ୍ବା ନିମନ୍ତେ ମଧ୍ଯ ଏହି ବିଷୟ ସମାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ତ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ଵାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲାଇ ଦିଆଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ ବଡ଼ ଜାହାଜ ବିଷୟ ଚିନ୍ତା କର। ଜାହାଜ ଚାଲିକ ପ୍ରଚଣ୍ଡ ପବନ ବହୁଥିଲେ ସୁଦ୍ଧା, ଅତି ଛୋଟ ମଙ୍ଗ ସାହାଯ୍ୟରେ ତାହାକୁ ଅିୟନ୍ତ୍ରଣ କରି ଇଚ୍ଛାନୁସାରେ ଚଳାଇ ନିଏ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦ୍ରର ଜାହାଜ କ୍ଷେତ୍ରରେ ମଧ୍ୟ ସେହିପରି ହୋଇଥାଏ। ଜାହାଜଟି ଆକାରରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ୱାରା ଗ୍ଭଳିତ ହୋଇଥାଏ। କିନ୍ତୁ ଛୋଟ ମଙ୍ଗଟି ସେହି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ଯନ୍ତ୍ରଟିକୁ ଗ୍ଭଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ଯିବ। ସେ ଲୋକ ଯେଉଁଠାକୁ ଗ୍ଭହେଁ, ଜାହାଜଟି ସେଠାକୁ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾ ಹೊಲ್ಲ್ಯಾರ್, ಮೊಟ್ಯಾ ಢೊನಿಚ್ಯಾ ವಿಶಯಾತ್ ಚಿಂತುನ್ ಬಗಾ, ಢೊನ್ ಲೈ ಮೊಟಿ ರ್ಹಾತಾ ಅನಿ ವಾರೆ ತೆಕಾ ಹುಡ್ವುನ್ ನ್ಹೆತಾ, ಖರೆ ಎಕ್ ಬಾರಿಕ್ ಢೊನಿಚೆ ದಿಕ್ಕಾ ಬದಲ್ತಲೆ ವಸ್ತು ಸಗ್ಳ್ಯಾ ಮೊಟ್ಯಾ ಢೊನಿಕ್ ಹತೊಟಿತ್ ಥವ್ನ್ ಘೆತಾ ಅನಿ ತೊ ಚಾಲ್ವುತಲೊ ಅಪ್ನಾಕ್ ಪಾಜೆ ತಸೆ ಢೊನಿಕ್ ಚಾಲ್ವುನ್ ಘೆವ್ನ್ ಜಾತಾ.