James 3:5 — Compare Translations
7 translations compared side by side
Odia - 1840
"ଜିହ୍ବାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ଯଧିକ ମାତ୍ରା ରେ ଗର୍ବ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ଜିହ୍ଵା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ । ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ଵାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଉଦାହରଣ ଜିହ୍ୱା ପ୍ରତି ପ୍ରଯୁଜ୍ୟ। ତାହା କ୍ଷୁଦ୍ର ହେଲେ ସୁଦ୍ଧା ବଡ଼ ବଡ଼ କଥା କହି ଦର୍ପ କରିପାରେ। ଭାବି ଦେଖ, କିପରି ଅ୍ନିକଣିକା କ୍ଷୁଦ୍ର ହେଲେ ମଧ୍ୟ ବିଶାଳ ଅରଣ୍ୟକୁ ଜାଳି ଦିଏ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଜିହ୍ୱା ନିମନ୍ତେ ମଧ୍ୟ ଏହି ବିଷୟ ସମାନ ଅଟେ। ଜିହ୍ୱାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ୟଧିକ ମାତ୍ରାରେ ଗର୍ବ କରିଥାଏ। ଯେଉଁ ଛୋଟ ଅଗ୍ନିଶିଖାଟି ଗୋଟିଏ ବଡ଼ ଜଙ୍ଗଲରେ ନିଆଁ ଲଗେଇ ଦେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ । ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಜಿಬಿಲ್ಬಿ ಬಾರಿಕ್ ರ್ಹಾತಾ, ಖರೆ ಮೊಟೆ ಮೊಟೆ ಬಡಾಯ್ ಬೊಲ್ತಾ. ಚಿಂತುನ್ ಬಗಾ, ಎಕ್ ಬಾರಿಕ್ ಅಗಿಚಿ ಕಿಟ್ಟ್ ಸಗ್ಳಿ ಡಂಗಳ್ ಜಳಿ ಸರ್ಕೆ ಕರ್ತಾ.