James 3:7 — Compare Translations
7 translations compared side by side
Odia - 1840
"ଜିହ୍ବା ଏହି ଅଗ୍ନିକୁ ନରକରୁ ପାଇଥାଏ। ମଣିଷ ପ୍ରେତ୍ୟକକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପା ରେ ଓ କରିଛି ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ଵାରା ବଶରେ ରଖାଯାଇ ପାରେ, ପୁଣି ବଶରେ ରଖାଯାଇଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟ ସମସ୍ତ ବନ୍ୟଜନ୍ତୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀକୁ ବଶ କରି ପାରିଛି।
Odia Bible ERV 2004 (ପବିତ୍ର ବାଇବଲ)
ମଣିଷ ପ୍ରତ୍ୟେକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପାରେ ଓ କରିଛି ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି;
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇ ପାରେ, ପୁଣି, ବଶରେ ରଖାଯାଇଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ನಮುನ್ಯಾಚಿ ಜನಾವರಾ, ಫಾಂಕ್ರಾ, ಅನಿ ಪೊಟಾನಿ ಚಲ್ತಲಿ ಜನಾವರಾ, ಮಾನ್ಸಾಚ್ಯಾ ಹತೊಟಿತ್ ಹೊಲ್ಲಿ ಹಾತ್.