James 3:8 — Compare Translations
7 translations compared side by side
Odia - 1840
"କିନ୍ତୁ କୌଣସି ମଣିଷ ଜିହ୍ବାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷୟୁକ୍ତ ଘାତକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଜିହ୍ଵାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ କେହି କେବେ ଜିହ୍ୱାକୁ ବଶ କରିପାରି ନାହିଁ। ତାହା ଅସତ୍ ଓ ଅଣାୟତ୍ତ; ମାରାତ୍ମକ ବିଷରେ ପରିପୂର୍ଣ୍ଣ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କୌଣସି ମଣିଷ ଜିହ୍ୱାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷଯୁକ୍ତ ଘାତକ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜಿಬ್ಲಿಕ್ ಹತೊಟಿಕ್ ಥವ್ನ್ ಘೆವ್ಕ್ ಕೊನಾಕ್ಬಿ ಹೊಯ್ನಾ. ತಿ ಜಿಂವ್ ಕಾಡ್ತಲ್ಯಾ ವಿಶ್ಯಾನ್ ಭರಲ್ಲಿ ಹಾಯ್,