James 3:9 — Compare Translations
7 translations compared side by side
Odia - 1840
"ଏହି ଜିହ୍ବା ଦ୍ବାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତାପରେ ପରମେଶ୍ବର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ଯ ରେ ତିଆରି କରିଛନ୍ତି, ସହେି ଲୋକମାନଙ୍କୁ ଅଭିଶାପ ଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ଦ୍ଵାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ଦ୍ଵାରା ଈଶ୍ଵରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜିହ୍ୱା ଦ୍ୱାରା ପ୍ରଭୁ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ। ପୁଣି ଏହି ଜିହ୍ୱା ଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ମଓ୍ୟ ଦେଉ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା’ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
Odia IRV 2017 (ଓଡିଆ ବାଇବେଲ)
ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾಕ್ ದೆವ್ ಬಾಬಾಕ್ ಧನ್ಯವಾದ್ ದಿತಾಂವ್ ಅನಿ ದೆವಾಚ್ಯಾ ರುಪಾನ್ ರಚಲ್ಲ್ಯಾ ಲೊಕಾಕ್ನಿಬಿ ತ್ಯಾಚ್ ಜಿಬ್ಲಿನ್ ಅಮಿ ಸರಾಪ್ ದಿತಾಂವ್.