James 4:1 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କଠା ରେ ସମର୍ପିତ ହୁଅ ତୁମ୍ଭେ କ'ଣ ଜାଣିଛ କି ତୁମ୍ଭମାନଙ୍କ ଭିତ ରେ ଝଗଡ଼ା ଓ ୟୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ୟୁକ୍ତିତର୍କ ସ୍ବାର୍ଥପର ଇଚ୍ଛାରୁ ଆ ସେ ଓ ତୁମ୍ଭ୍ ମଧିଅରେ ବିବାଦ ସୃଷ୍ଟି କରିଥାଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ମଧ୍ୟରେ ସଂଘର୍ଷ ଓ କଳହ କାହିଁକତ ହୁଏ? ତୁମ ଅନ୍ତରରେ ଲାଗି ରହିଥିବା ଭୋଗ ବିଳାସର କାମନା ହିଁ ଏହାର କାରଣ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରେ ସମର୍ପିତ ହୁଅ ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬುರ್ಶ್ಯಾ ಸುಖಾನಿ ರ್‍ಹಾವ್ಚೆ ಮನ್ತಲ್ಲ್ಯಾ ಆಶಾಂಚ್ಯಾ ವೈನಾ ಝುಡ್ಗೆ ಅನಿ ಮಾರಾ ಮಾರಿ ಹೊತಾತ್?