James 4:10 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ର୍ରଭୁଙ୍କ ସମ୍ମୁଖରେ ଅବନତ ହୁଅ। ସେ ତୁମକୁ ଉନ୍ନତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ಇದ್ರಾಕ್ ಖಾಲ್ತಿ ಹೊವಾ, ತೊ ತುಮ್ಕಾ ವರ್ತಿ ಹಾನ್ತಾ.