James 4:11 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ ଯେ ଭାଇର ଗ୍ଳାନି କରେ କିମ୍ଵା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ପରସ୍ପରକୁ ସମାଲୋଚନା କର ନାହିଁ। ବିଶ୍ୱାସୀ ଭାଇର ବିଚାର କର ଯିଏ ତାହାର ଗ୍ଳାନ କରେ, ସେ ବ୍ୟବସ୍ଥା ବିଚାର କର, ତେବେ ତୁମ୍ଭେମାନେ ତାହା ପାଳନ କରୁନାହିଁ, ବରଂ ତାହାର ବଚାରକ ହେଉଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବିଗ୍ଭରପତି ନୁହଁ ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା’ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା’ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ମୋଶାଙ୍କ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ମୋଶାଙ୍କ ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಎಕಾಮೆಕಾಚ್ಯಾ ವಿಶಯಾತ್ ಬುರ್ಶಿ ಗೊಸ್ಟಿಯಾ ಬೊಲುನಕಾಸಿ, ಅಸೆ ಅನಿಎಕ್ಲ್ಯಾಚ್ಯಾ ವಿರೊದ್ ಬುರ್ಶೆ ಬೊಲ್ತಲೊ ನಾತರ್ ಝಡ್ತಿ ಕರ್ತಲೊ ಖಾಯ್ದ್ಯಾಂಚ್ಯಾ ವಿರೊದ್ ವಾಯ್ಟ್ ಬೊಲ್ತಾ ಅನಿ ವಿರೊದ್ ಕರ್ತಾ. ಅಸೆ ಹೊವ್ನ್ ತುಮಿ ಖಾಯ್ದೆ ಪಾಳ್ತಲೆ ನ್ಹಯ್ ಝಡ್ತಿ ಕರ್ತಲೆ ಹೊವ್ನ್ ಹಾಸಿ!