James 4:12 — Compare Translations
7 translations compared side by side
Odia - 1840
"କବଳେ ପରମେଶ୍ବର ହିଁ ବ୍ଯବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଚାରପତି। ସେ କବଳେ ରକ୍ଷା କରିପାରନ୍ତି ଓ ବିନାଶ ମଧ୍ଯ କରିପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଚାର କରିବାର ତୁମ୍ଭ ପକ୍ଷ ରେ ଠିକ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ହିଁ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା। କେବଳ ସେ ରକ୍ଷା କରି ପାରନ୍ତି, କିଅବା ବିନାଶ କରନ୍ତି। ପ୍ରତିବେଶୀର ଦୋଷଗୁଣ ବିଚାର କରିବାକୁ କିଏ?
Odia Bible ERV 2004 (ପବିତ୍ର ବାଇବଲ)
କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದೆ ದಿಲ್ಲೊ ಎಕ್ಲೊಚ್ ಅನಿ ನ್ಯಾಯ್ ಕರ್ತಲೊ ಎಕ್ಲೊಚ್, ತೊಚ್ ರಾಕ್ವನ್ ಕರುಕ್ಬಿ ಅನಿ ನಾಸ್ ಕರುಕ್ಬಿ ಸಕ್ತಾ.