James 4:14 — Compare Translations
7 translations compared side by side
Odia - 1840
"ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ଯ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖିପାରିବ, ତାପରେ ସେ ଚାଲିଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆସନ୍ତା କାଲି ତୁମ ଗୀବନରେ କ’ଣ ଘଟିବ, ତାହା ତ ତୁମେ ଜାଣ ନାହିଁ! ତୁମ ଜୀବନ କୁହୁଡ଼ି ପରି, କ୍ଷଣକେ ଦେଖାଯାଇ ପର ମୁହୂର୍ତ୍ତରେ ଅଦୃଶ୍ୟ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା’ପରେ ସେ ଗ୍ଭଲିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କ'ଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉದ್ದ್ಯಾ ಕಾಯ್ ಹೊತಾ ಮನ್ತಲೆ ತುಮ್ಕಾ ಗೊತ್ತ್ ನಾ! ತುಮ್ಚ್ಯಾ ಜಿವನಾತ್ ತುಮಿ ಉಬೆಚ್ಯಾ ಡುಕ್ಟಾಚ್ಯಾ ಸರ್ಕೆ ಹಾಸಿ. ತೊ ಉಲ್ಲೊ ಎಳ್ ತವ್ಡೊಚ್ ದಿಸ್ತಾ ಮಾನಾ ತೊ ತುಮ್ಕಾ ದಿಸಿನಾ.