James 4:16 — Compare Translations
7 translations compared side by side
Odia - 1840
"କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହିପ୍ରକାର ଅହଂକାର କରିବା ଅନୁଚିତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ-ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏବେ ତୁମ୍ଭେମାନେ ଅହଂକାରୀ ହୋଇ ଆତ୍ମବଡ଼ିମା କରୁଛୁ; ଆତ୍ମାବଡ଼ିମା ସର୍ବଥା ଦୋଷାବହ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಘಮಂಡ್ ಕರ್ತ್ಯಾಸಿ ಅನಿ ಮೊಟೆಪಾನ್ ಬೊಲ್ತ್ಯಾಸಿ. ಅಸ್ಲೆ ಮೊಟೆಪಾನ್ ಬೊಲ್ತಲೆ ಬರೆ ನ್ಹಯ್.