James 4:2 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଅନକେ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ବିତ ହାଇେ ସମାନଙ୍କେୁ ହତ୍ଯା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେ ହତେୁ ତୁମ୍ଭେ ପରମେଶ୍ବରଙ୍କୁ ତୁମ୍ଭର ଦରକାରୀ ବିଷୟଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭମାନେେ ସଗେୁଡ଼ିକ ପାଇ ନ ଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ତୁମେ ଯାହା ପାଇବାକୁ ଇଚ୍ଛା କରୁଛ, ତାହା ପାଇ ନ ପାରିଲେ, ହତ୍ୟା କରିବାକୁ ଉଦ୍ୟତ ହେଉଛ। ଯାହା ପାଇବାକୁ ତୁମର ପ୍ରବଳ ଅଭିଳାଷ ହୁଏ, ତାହା ନ ପାଇଲେ କଳହ ଓ ସଂଘର୍ଷ ଲାଗେ। ତୁମର ଇପ୍ସିତ ବିଷୟ ନ ପାଇବାର କାରଣ ହେଉଛି, ତୁମେ ଈଶ୍ୱରଙ୍କୁ ମାଗି ନ ଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଅନେକ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ସେମାନଙ୍କୁ ହତ୍ୟା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେହେତୁ ତୁମ୍ଭେ ପରମେଶ୍ୱରଙ୍କୁ ତୁମ୍ଭର ଦରକାରୀ ବିଷୟ ଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭେମାନେ ସେଗୁଡ଼ିକ ପାଇ ନ ଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ದೆವಾಕ್ಡೆ ಲೈ ಮಾಗ್ತ್ಯಾಸಿ ತೆ ತುಮ್ಕಾ ಗಾವಿನಾ, ತಸೆ ಹೊವ್ನ್ ತುಮಿ ಜಿವ್ ಕಾಡುಕ್ ಸೈತ್ ತಯಾರ್ ಹೊತ್ಯಾಶಿ. ಲೈ ಆಶಾ ಕರ್ತ್ಯಾಸಿ ಖರೆ ತೆ ತುಮ್ಕಾ ಗಾವಿನಾ ತಸೆ ಹೊವ್ನ್ ತುಮಿ ಝಗ್ಡೆ ಅನಿ ಮಾರಾ ಮಾರಿ ಕರ್ತ್ಯಾಸಿ ತುಮ್ಕಾ ಹೆ ಸಗ್ಳೆ ಗಾವಿನಾ. ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಹೆ ಸಗ್ಳೆ ದೆವಾಕ್ಡೆ ಮಾಗಿನ್ಯಾಸಿ.