James 4:3 — Compare Translations
7 translations compared side by side
Odia - 1840
"ବା ଯେତବେେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସଗେୁଡ଼ିକୁ ବ୍ଯବହାର କରିପାର, ସେଥିପାଇଁ ସହେିସବୁ ମାଗିଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି, ମାଗିଲେ ମଧ୍ୟ ନ ପାଇବାର କାରଣ ହେଉଛି, ତୁମ ଅଭିପ୍ରାୟ ଅସତ୍। ତୁମ୍ଭେମାନେ ନିଜର ସୁଖଭୋଗ ପାଇଁ ମାଗିଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ବା ଯେତେବେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ୍ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସେଗୁଡ଼ିକୁ ବ୍ୟବହାର କରିପାର, ସେଥିପାଇଁ ସେହିସବୁ ମାଗିଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಗ್ತ್ಯಾಸಿ, ಖರೆ ತುಮ್ಕಾ ಗಾವಿನಾ. ಕಶ್ಯಾಕ್ ಮಟ್ಲ್ಯಾರ್ ಬುರ್ಶ್ಯಾ ಆಸೆನ್ ಅನಿ ತುಮ್ಚ್ಯಾ ಸ್ವತಾಚ್ಯಾ ಸುಖಾಚ್ಯಾ ಫಾಯ್ದ್ಯಾಸಾಟ್ನಿ ತುಮಿ ಮಾಗ್ತ್ಯಾಶಿ.